ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ କଲେଜ ପଛ ପଟେ ରହୁଥିହା ଭଡ଼ାଘରୁ ଫ୍ୟାନ୍ରେ ଝୁଲନ୍ତା ମୃତଦେହକୁ ବୋଲଗଡ଼ ପୋଲିସ ଉଦ୍ଧାର କରିଛି।ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ବନ୍ଦ ଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି।

More Stories
ପିକ୍ଅପ୍ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ