ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି ବାଲେଶ୍ୱର ଜିଲା ରେମୁଣା ହାଇସ୍କୁଲରେ।
Post Views: 33
More Stories
ପୁଣି ରାଜଧାନୀରେ ଫୁଟିଲା ଗୁଳି,
ବିଦ୍ୟାଳୟରେ ବୁର୍ଖା ଉପରେ ଲାଗୁ ହେବ କଟକଣା! ସୀମିତ ହେବ ବିଦେଶୀ ଛାତ୍ରଙ୍କ ସଂଖ୍ୟା
ବାତ୍ୟାକୁ ନେଇ ବଡ଼ ଅପଡେଟ୍ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ