ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଆଜି ଯାଜପୁର ନିର୍ବାଚନ ମଣ୍ଡଳୀରେ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଛି


ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଧେଶ କ୍ରମେ ଆଜି ଯାଜପୁର ନିର୍ବାଚନ ମଣ୍ଡଳୀରେ ପ୍ରଶିକ୍ଷଣ ଶିବିର ଆୟୋଜନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ବିଜୁ ଜନତା ଦଳ ର ସାଙ୍ଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ଯୁବପିଢ଼ି ଙ୍କ ଆଦର୍ଶ ପ୍ରଣଵ ପ୍ରକାଶ ଦାସ ପ୍ରିୟ ବବି ଭାଇ ଯୋଗ ଦେବା ଅବସରରେ।Biju Janata Dal Odisha Prakash Kumar Mohanty Youth Power BJD.


error: Content is protected !!