ଇମ୍ଫାଲ: ଦୀର୍ଘ ଦିନ ଧରି ରାଷ୍ଟ୍ରପତି ଶାସନ ପରେ ହିଂସାଗ୍ରସ୍ତ ମଣିପୁରକୁ ନୂଆ ମୁଖ୍ୟମନ୍ତ୍ରୀ ମିଳିଛି। ମୈତେଇ ସମ୍ପ୍ରଦାୟର ଜଣେ ସାମରିକ କଳା ବିଶେଷଜ୍ଞ ୟୁମନାମ ଖେମଚାନ୍ଦ ସିଂହ ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।
ଏହା ବ୍ୟତୀତ ସେ ମଣିପୁର ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ପାଇଁ ଦାବି କରିଥିଲେ।
More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |