ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…
ଘର ସାମ୍ନାରେ ଯୁବକଙ୍କୁ ଦଳି ଦେଲା ହାତୀ |
ଆଫଗାନିସ୍ତାନ-ଭାରତ ପ୍ରଥମ ମ୍ୟାଚ୍କୁ ନେଇ ହଟିଲା ଦ୍ୱନ୍ଦ୍ୱ
ଉତ୍ତର ପ୍ରଦେଶର ଗାଜିଆବାଦରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ତିନି ଜଣ ନାବାଳିକା ଭଉଣୀ ଏକ କୋଠାର ୯ମ ମହଲାରୁ ଡେଇଁ ପଡ଼ି ମୃତ୍ୟୁବରଣ କରିଛନ୍ତି। ଆପାର୍ଟମେଣ୍ଟର ନବମ ମହଲାରୁ ଡେଇଁ ୩ ଭଉଣୀ ଜୀବନ ହାରିଛନ୍ତି । ସମସ୍ତଙ୍କ ବୟସ ୧୨, ୧୪ ଏବଂ ୧୬ ବର୍ଷ । କୋରିଆନ୍ ଲଭ୍ ଗେମ୍ ନାମକ ଅନଲାଇନ୍ ଟାସ୍କରେ ମାତିଥିଲେ ୩ ଭଉଣୀ ।
More Stories