ପାଣିପାଗ ସମ୍ପର୍କୀତ ଖବର


ପାଣିପାଗ ସମ୍ପର୍କୀତ ଖବର-ଆସନ୍ତା ଡିସେମ୍ବର ୨ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଓଡ଼ିଶାର ୭ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସଆରସି। ବାତ୍ୟା ପାଇଁ ସତର୍କତା ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା ଖୋର୍ଦ୍ଧା , ପୁରୀ , ଗଞ୍ଜାମ , ଭଦ୍ରକ , ବାଲେଶ୍ଵର , କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁର।


error: Content is protected !!