ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକ


ଭୁବନେଶ୍ୱର ଠାରେ ମାନ୍ୟବର ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବଙ୍କ ପ୍ରକୋଷ୍ଟ ତଥା ଅଧ୍ୟକ୍ଷତାରେ ଏକ ଜରୁରୀ ବୈଠକରେ ଯୋଗ ଦେଲେ ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ନିଗମ ଆୟୁକ୍ତ ଶ୍ରୀଯୁକ୍ତ ଜେ.ସୋନାଲ ବିଦ୍ୟୁତ୍ ବିଭାଗର ଥିବା ବିଭିନ୍ନ ସମସ୍ୟା ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ।


error: Content is protected !!