୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା


👉 ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା।୩ ତାରିଖ ସୁଦ୍ଧା ସୃଷ୍ଟି ହୋଇ ୪ ସକାଳେ ଉପକୂଳ ଛୁଇଁପାରେ।ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବା ସମ୍ଭାବନା।

👉 ବାତ୍ୟା ସଂପର୍କରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା।ସୁଦୃଶ୍ୟ ଲଘୁଚାପଟି ୨୪ ଘଣ୍ଟା ମଧ୍ୟରେ ଅବପାତ ରୂପ ନେବ।ପରବର୍ତ୍ତୀ ସମୟରେ ୩ ତାରିଖ ଦିନ ବାତ୍ୟାରେ ରୂପାନ୍ତରଣ ସମ୍ଭାବନା।


error: Content is protected !!