ଭୁବନେଶ୍ୱର : ବଦଳିବ ୭ ଜିଲ୍ଲାର ଇଂରାଜୀ ନାଁ । ରାଜ୍ୟର ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ମୋଟ୍ ୧୧ ଜିଲ୍ଲାର ୨୫ଟି ସ୍ଥାନରେ ଇଂରାଜୀ ନାଁ ମଧ୍ୟ ସଂଶୋଧନ ହେବ । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି । ଏଣିକି ଓଡ଼ିଆ ନାଁ ଅନୁସାରେ ରହିବ ଇଂରାଜୀ ନାମ । ଖୋର୍ଦ୍ଧା ଜିଲ୍ଲାକୁ ଓଡ଼ିଆ ନାଁ ଅନୁସାରେ ଖୋରଧା ଲେଖାଯିବ ।ଇଂରାଜୀରେ ଦେବଗଡ଼ ପରି ଓଡ଼ିଆରେ ଦେବଗଡ଼ ଲେଖାଯିବ । ଏଣିକି ଆଉ ଇଂରାଜୀରେ ଦେଓଗଡ଼ ଲେଖାଯିବ ନାହିଁ । ଆପତ୍ତି ନଥିଲେ ସଂଶୋଧନ ହେବ ଇଂରାଜୀ ନାଁ ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |