ବଙ୍ଗୋପସାଗରରେ ଅବପାତ


ବଙ୍ଗୋପସାଗରରେ ଅବପାତ। ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ।ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ।ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ।ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ସମ୍ଭାବନା।


error: Content is protected !!