ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ


ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବ। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ।ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଉପକୂଳ ଛୁଇଁବ।ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବାତ୍ୟା।


error: Content is protected !!