ବଲାଙ୍ଗିର ଯାତ୍ରାରେ ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିବା ଘଟଣାରେ ନିଶା ମହାରଣାକୁ ଆଗୁଆ ଜାମିନ। ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି ନିଶାଙ୍କୁ । ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ବଲାଙ୍ଗୀର ସଦରଥାନା ପୁଲିସ ନିଜଆଡୁ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ଏହି ଘଟଣାରେ ୨ ଆୟୋଜକଙ୍କୁ ଗିରଫ କରିଥିଲା ପୁଲିସ। ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା।
ଗତ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିଲେ ନିଶା । ଯାହାକୁ ନେଇ ସଦର ଥାନାରେ ଏକ ମାମଲା ରୁଜୁ ହୋଇଥିଲା।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |