ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ମନ୍ଦିର ଦାନହୁଣ୍ଡି ଶନିବାର ଖୋଲିଛି। ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦକୁମାର ବେହେରାଙ୍କ ତତ୍ୱାବଧାନରେ ମନ୍ଦିର ପରିଚାଳନା କମିଟି, ଜିଲା ପ୍ରଶାସନ ପୋଲିସ ଓ ସେବାୟତଙ୍କ ଉପସ୍ଥିତରେ ଖୋଲାଯାଇଛି।ଚାରି ମାସ ପରେ ମନ୍ଦିରର ହୁଣ୍ଡି ଖୋଲାଯାଇଥିବା ବେଳେ ସେଥିମଧ୍ୟରୁ ଟଙ୍କା , ସୁନା , ରୁପା ଓ ବିଦେଶୀ ଟଙ୍କା ମଧ୍ୟ ବାହାରିଛି। ଏପରିକି କାନାଡ଼ାର ଡଲାର କିଛି ମଧ୍ୟ ମିଳିଛି । ହୁଣ୍ଡିରୁ ବାହାରିଥିବା ଟଙ୍କାକୁ ପୁରୁଷୋତ୍ତମପୁର ତହସିଲ କାର୍ଯ୍ୟାଳୟର କର୍ମଚାରୀଙ୍କ ଦ୍ୱାରା ଗଣତି ଚାଲୁ ରହିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |