ପରିବହନ ନେଇ ପୂର୍ବତନ କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଛାଟ


ପରିବହନ ନେଇ ପୂର୍ବତନ କଟକ ଜିଲ୍ଲାପାଳଙ୍କୁ ହାଇକୋର୍ଟଙ୍କ ଛାଟ।ପୂର୍ବତନ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ପ୍ରତି କ୍ଷୁବ୍ଧ ହେଲେ କୋର୍ଟ।ବାଲି ପରିବହନ ନେଇ ଜିଲ୍ଲାପାଳଙ୍କ ସତ୍ୟପାଠ ମିଥ୍ୟା ଥିବା କହିଲେ କୋର୍ଟ।ଏଥିପାଇଁ ତାଙ୍କ ପ୍ରତି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବା ଉଚିତ ବୋଲି କହିଲେ।


error: Content is protected !!