ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟ୍‌


ନିର୍ବାଚନ ଫଳାଫଳକୁ ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଟୁଇଟ୍‌।ନିର୍ବାଚନ ଫଳାଫଳରୁ ଲୋକଙ୍କ ଭରସା ପରିଦୃଷ୍ଟ ହେଉଛି।ମା , ଭଉଣୀ ଓ ଝିଅମାନଙ୍କୁ ହୃଦୟରୁ ଧନ୍ୟବାଦ।ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ବିଶେଷ ଧନ୍ୟବାଦ ଜଣାଇଲେ ମୋଦି।BJP କାର୍ଯ୍ୟକର୍ତ୍ତାମାନେ ଏକ ଅଦ୍ଭୁତ ଉଦାହରଣ ସୃଷ୍ଟି କଲେ।


error: Content is protected !!