ନୂଆଦିଲ୍ଲୀ:ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ୧୩ ତାରିଖ ଦିନ ୧ଟା ୧୧ରେ ବିସ୍ଫୋରଣ କରାଇବାକୁ ଧମକ ଦିଆଯାଇଛି। ସଂସଦ ଭବନ ସହ ଆଉ ୯ଟି ସ୍କୁଲକୁ ବୋମା ଧମକ ବି ଆସିଛି। ଖଲିସ୍ତାନ ନାଁରେ ମେଲ୍ରେ ବୋମା ଧମକ ଆସିଛି। ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ରେ ଉଲ୍ଲେଖ ରହିଛି। ବୋମା ଧମକ ପରେ ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି କରାଯାଇଛି। ଦିଲ୍ଲୀ ପୁଲିସ, ଅଗ୍ନିଶମ ଟିମ୍, ବମ୍ ସ୍କ୍ବାଡ୍ ପହଞ୍ଚି ତନ୍ନତନ୍ନ କରି ଯାଞ୍ଚ କରୁଛନ୍ତି।

More Stories
୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…
LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…
ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି