ଆଜି ସାରା ଭାରତ ବର୍ଷରେ ୧୦ଟି ଶ୍ରମିକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି।ଏହି ବନ୍ଦ ଡାକରା ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଦିଆ ଯାଇଥିବା ବେଳେ ତାହାର ପ୍ରଭାବ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନ ସହିତ ବାରିପଦା ସହରରେ ମଧ୍ୟ ଦେଖିବାକୁ ମିଳିଛି।କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ଚାଷୀଙ୍କ ସମସ୍ୟାକୁ ବିରୋଧ କରି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଧର୍ମଘଟକୁ ଓହ୍ଲାଇଛନ୍ତି ଏହି ସଂଗଠନ।ତେବେ ବାରିପଦା ସହର ମଧ୍ୟ ଦେଇ ଯାଇଥିବା ୧୮ ନମ୍ବର ଜାତୀୟ ରାଜପଥ ସମେତ,ଗାଡି ମଟର,ସରକାରୀ ବେସରକାରୀ ଅଫିସ,ସ୍କୁଲ,କଲେଜ,ଦୋକାନ ବଜାର ଇତ୍ୟାଦି
ଆନ୍ଦୋଳନକାରୀମାନେ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଥିବା ଦେଖିବାକୁ ମିଳିଛି।

More Stories
ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଘେରିବ ବିଜେଡ଼ି
ଓଡ଼ିଶା ସରକାରୀ ଆଉଟ୍ସୋର୍ସିଂ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ |
ନ୍ୟାୟ ଦାବିରେ ଉତ୍ତ୍ୟକ୍ତ ଲୋକଙ୍କ ଉନ୍ମତ୍ତକାଣ୍ଡ: ତହସିଲଦାରଙ୍କ ଗାଡ଼ି ଭାଙ୍ଗିଲେ, ପୋଲିସକୁ ମରଣାନ୍ତକ ଆକ୍ରମଣ