ପୂର୍ବତନ କେନ୍ଦ୍ରମନ୍ତ୍ରୀ ବରିଷ୍ଠ ରାଜନେତା କାହ୍ନୁ ଚରଣ ଲେଙ୍କାଙ୍କ ପରଲୋକ। କଟକ ଟାଙ୍ଗୀ ଚୌଦ୍ବାର ନିର୍ବାଚନ ମଣ୍ଡଳୀରୁ ଚାରି ୪ଥର ବିଧାୟକ ହୋଇଥିଲେ। ୧୯୭୧ ମସିହାରେ ବିଜୁବାବୁଙ୍କୁ ସେ ନିର୍ବାଚନରେ ପରାସ୍ତ କରି ପ୍ରଥମଥର ବିଧାୟକ ହୋଇଥିଲେ। ପିସିସି ସଭାପତି ରହିବା ସହିତ (କେନ୍ଦ୍ର ଓ ରାଜ୍ୟରେ) ମନ୍ତ୍ରୀ ରହିଥିଲେ। ଅଖିଳ ଭାରତ କଂଗ୍ରେସ କମିଟି ଓବିସି ବିଭାଗର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ। ତାଙ୍କର ଅମ୍ଳାନ ଆତ୍ମା ପ୍ରତି ଭକ୍ତିପୂତ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି।
ବରିଷ୍ଠ ରାଜନେତା, ପୂର୍ବତନ କେନ୍ଦ୍ରମନ୍ତ୍ରୀ, ପୂର୍ବତନ ସାଂସଦ ତଥା ପୂର୍ବତନ ବିଧାୟକ ଶ୍ରୀଯୁକ୍ତ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗ। ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,