ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍, ବଲ୍ର ରଚନାତ୍ମକ ମିଶ୍ରଣକୁ ପ୍ରତୀକ ଭାବେ ରହିଛି।ଆମେରିକା ଏବଂ ଓ୍ବେଷ୍ଟଇଣ୍ଡିଜର ମିଳିତ ସଂଯୋଜନାରେ ହେବାକୁ ଯାଉଥିବା ଏହି ବିଶ୍ୱକପ୍ରେ ୨୦ ଟିମ୍ ଭାଗ ନେବେ। ଏଥିରେ ମୋଟ ୫୫ ମ୍ୟାଚ୍ ଖେଳାଯିବ। ଏହାଛଡ଼ା ମହିଳା ଟି୨୦ ବିଶ୍ୱକପ୍ ବାଲାଂଦେଶର ସଂଯୋଜନାରେ ସେପ୍ଟେମ୍ବର-ଅକ୍ଟୋବରରେ ଖେଳାଯିବ।
More Stories
ରାସନ୍ କାର୍ଡ e-KYC ନେଇ ବଡ଼ ଅପଡେଟ୍
ନାବାଳିକା ଶିଶୁକନ୍ୟାଙ୍କୁ ୪ ଜଣ ଅସାମାଜିକ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ |
ଗ୍ରାମ ରୋଜଗାର ସେବକ ନିଯୁକ୍ତିରେ ଲାଗୁ ହେବନି ସଂରକ୍ଷଣ, ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିକୁ ରଦ୍ଦ କଲେ ହାଇକୋର୍ଟ |