ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ


ପଟ୍ଟାମୁଣ୍ଡାଇ: ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ।ନିଆଁ ଲାଗି ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ, ୨ ଗୁରୁତର।୨ ବଖରା ଘର ସହ ସଜା ହୋଇଥିବା ଟେଣ୍ଟ ମଧ୍ୟ ଜଳିଗଲା।ଗ୍ରାମାଞ୍ଚଳ ଥାନା ବଡ଼ପଡ଼ା ଗାଁରେ ଅଭାବନୀୟ ଘଟଣା।


error: Content is protected !!