ନୂଆ ବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟୁଖା ସମ୍ପୂର୍ଣ୍ଣ ବନ୍ଦ


ନୂଆ ବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟୁଖା ସମ୍ପୂର୍ଣ୍ଣ ବନ୍ଦ।ଶ୍ରୀମନ୍ଦିର ନୀତି ସବ୍‌ କମିଟି ବୈଠକରେ ନିଷ୍ପତ୍ତି।ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ସୂଚନା।ଶାଳୀନତା ପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡି ଲାଗୁ ହେବ।ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ବାରର ରାମ୍ପ୍‌ ବ୍ୟବସ୍ଥା ହେବ।


error: Content is protected !!