ଭୁବନେଶ୍ୱର,୧୨ା୯: ରାଜ୍ୟ ସରକାର ଆଇଏଏସ୍ ସ୍ତରରେ ଏକ ଅଦଳବଦଳ କରିଛନ୍ତି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ଅଞ୍ଜନା ପଣ୍ଡାଙ୍କୁ ଆୟୁଷ ନିର୍ଦ୍ଦେଶକ ଏବଂ ପ୍ରେମଜିତ୍ ନାୟକଙ୍କୁ ଅନୁସୂଚିତ ଜାତି/ଜନଜାତି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ୱ ଦିଆଯାଇଛି।
ଏହି ଅଦଳବଦଳ ରାଜ୍ୟର ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ପ୍ରଭାବଶାଳୀ କରିବା ଲକ୍ଷ୍ୟରେ କରାଯାଇଛି।

More Stories
ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ
ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…