ଓଡିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷାର । ଗୃହରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଉତ୍ତର ରଖିଛନ୍ତି । କହିଛନ୍ତି, ୨୦୨୫ରେ ୨୨ଟି କମ୍ପାନୀର ୮୮ ସାମ୍ପଲ ଯାଞ୍ଚ କରାଯାଇଥିଲା । ସେଥିରୁ ୮୦ଟି ସାମ୍ପଲ ଠିକ, ୮ଟି ନମୁନା ନିମ୍ନମାନର ବୋଲି ଜଣାପଡିଛି । ୧୦ଟି ଓଡିଶାର କମ୍ପାନୀ , ୧୨ଟି ରାଜ୍ୟ ରାହାର କମ୍ପାନୀ ରହିଛି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…