ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ


ଝାରପଡ଼ା ଜେଲରୁ ବାହାରିଲେ ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗ।୧୪ ମାସ ପରେ ଜେଲରୁ ବାହାରିଲେ।ED ମାମଲାରେ ହାଇକୋର୍ଟରୁ ଜାମିନ ମିଳିବା ପରେ ମୁକୁଳିଲେ।ଅର୍ଚ୍ଚନାଙ୍କୁ ନେବାକୁ ଆସିଥିଲେ ସ୍ୱାମୀ ଜଗବନ୍ଧୁ ଚାନ୍ଦ।


error: Content is protected !!