ପଦ୍ମପୁର : ଦୁର୍ନୀତି ଅଭିଯୋଗରେ ତହସିଲଦାର ସସପେଣ୍ଡ । ବରଗଡ଼ ଜିଲ୍ଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନ ନିଲମ୍ବିତ । ଜିଲ୍ଲାପାଳଙ୍କ ରିପୋର୍ଟ ଆଧାରରେ ତାଙ୍କୁ ନିଲମ୍ବନ କରାଯାଇଛି l ରାଜସ୍ୱ ବିଭାଗରେ କୌଣସି ପ୍ରକାର ଦୁର୍ନୀତିକୁ ବରଦାସ୍ତ କରାଯିବ ନାହିଁ ବୋଲି ଚେତାବନୀ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ l ସେହିପରି ରାଜସ୍ୱ ସଚିବ ଅରବିନ୍ଦ ପାଢ଼ୀ ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ଅବଲମ୍ବନ କରାଯିବ ବୋଲି ନିକଟରେ ବିଭାଗର ସମସ୍ତ କାର୍ଯ୍ୟାଳୟକୁ ନିର୍ଦ୍ଦେଶନାମା ଜାରି କରିଥିଲେ l

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |