ଛତିଶଗଡ଼ରେ ବିଷ୍ଣୁ ସରକାର


ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେବ ସାଏ।ଶପଥ ପାଠ କରାଇଲେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ।ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଅରୁଣ ସାଓ।ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ।ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉପସ୍ଥିତ।ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ସମାରୋହରେ ସାମିଲ।


error: Content is protected !!