ଭୁବନେଶ୍ୱର, ୧୩।୯: ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଅପଡେଟ୍ ଆସିଛି। ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନି ବୋଲି ସୂଚନା ମିଳିଛି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ନେଇ ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ କହିଛନ୍ତି। କ୍ରିଟିକାଲ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର। ସ୍ବତନ୍ତ୍ର ଡାକ୍ତରୀ ଟିମ ଦ୍ବାରା ଚିକିତ୍ସା ଚାଲିଛି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…