ଚଳିତ ମାଟ୍ରିକ ପରୀକ୍ଷାକୁ ମନିଟରିଂ କରିବ AI କ୍ୟାମେରା।ଷ୍ଟ୍ରଙ୍ଗରୁମ୍ , DEO ଅଫିସ , ପରୀକ୍ଷା ହଲରେ ଲାଗିବ AI କ୍ୟାମେରା।AI କ୍ୟାମେରା ଅପରେଟିଂ ପାଇଁ କମାଣ୍ଡ ରୁମରେ ୭/୮ ଜଣ ରହିବେ।କିଛି ତ୍ରୁଟି ପରିଲକ୍ଷିତ ହେଲେ କମାଣ୍ଡ ରୁମ୍କୁ ଜଣାଇବ AI କ୍ୟାମେରା।ପ୍ରେସମିଟ୍ରେ ମାଧ୍ୟମିକ ଶିକ୍ଷା ପରିଷଦ କର୍ତ୍ତୃପକ୍ଷଙ୍କ ସୂଚନା।
Post Views: 1,831
More Stories
ଡାକ୍ତର ନରେନ୍ଦ୍ର ଦଭୋଲେକର ସ୍ମାରକୀ ଜାତୀୟ ପୁରସ୍କାର 2024ବର୍ଷ ପାଇଁ ଓଡ଼ିଶାର ବିଶିଷ୍ଟ ସମାଜ ସଂସ୍କାରକ ଦେବେନ୍ଦ୍ର ସୁତାର ଙ୍କୁ ପ୍ରଦାନ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ସାହା ରାଜ୍ୟ ସଭା ରେ ଦେଇଥିବା ଉଦବୋଧନ
ରାହୁଲ ଗାନ୍ଧୀ ଠେଲି ଦେଲେ: ପ୍ରତାପ