ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି.କେ ପାଣ୍ଡିୟାନ ଆସି ମାରଦା ମନ୍ଦିର ଦର୍ଶନ କରିବା ସହ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା


ପୋଲସରା ବ୍ଲକ୍ ଅନ୍ତର୍ଗତ ମଥୁରା ଶରଣ ଶ୍ରୀକ୍ଷେତ୍ର ମାରଦା ମନ୍ଦିର କୁ ଆଜି 5t ସଚିବ ତଥା ଆମ ଓଡ଼ିଶା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀଯୁକ୍ତ ଭି.କେ ପାଣ୍ଡିୟାନ ଆସି ମାରଦା ମନ୍ଦିର ଦର୍ଶନ କରିବା ସହ ଉନ୍ନୟନ ମୂଳକ କାର୍ଯ୍ୟ ର ସମୀକ୍ଷା କରିଛନ୍ତି।ମାନ୍ୟବର ବିଧାୟକ ପୋଲସରା ଶ୍ରୀକାନ୍ତ ସାହୁ ଯୋଗ ଦେଇଛନ୍ତି।ପୋଲସରା ନିର୍ବାଚନ ମଣ୍ଡଳୀ ର ଜନ ସାଧାରଣ ମାନେ ଉପସ୍ଥିତ ଥିଲେ।


error: Content is protected !!