ନିର୍ବାଚନ ଲଢ଼ି ପାରିବେନି ଟ୍ରମ୍ପ


ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଝଟ୍‌କା।ରାଷ୍ଟ୍ରପତି ପଦ ପାଇଁ ଡୋନାଲ୍ଡ ଟ୍ରମ୍ପ ଅଯୋଗ୍ୟ ଘୋଷିତ।କ୍ୟାପିଟାଲ୍ ହିଂସା ମାମଲାରେ ଟ୍ରମ୍ପଙ୍କୁ ଅଯୋଗ୍ୟ ଘୋଷଣା।ଅଯୋଗ୍ୟ ଘୋଷଣା କଲେ କୋଲୋରାଡୋ କୋର୍ଟ।ସମ୍ବିଧାନର ଚତୁର୍ଦ୍ଦଶ ସଂଶୋଧନ ଧାରା ୩ ଅନୁସାରେ କୋର୍ଟଙ୍କ ରାୟ।ତେବେ , ରାୟକୁ ଉପର କୋର୍ଟରେ ଚାଲେଞ୍ଜ କରିପାରିବେ ଟ୍ରମ୍ପ।


error: Content is protected !!