ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ପରିଚାଳିତ ASO ଚୟନ ଅନିୟମିତତା ମାମଲାକୁ ନେଇ ଦାୟର ହୋଇଥିବା ଅପିଲକୁ କାଏମ ରଖିଛନ୍ତି ହାଇକୋର୍ଟ। ୧୧୦୪ ଜଣଙ୍କ OPSC ମେରିଟ୍ ଲିଷ୍ଟକୁ କାଏମ ରଖିଛନ୍ତି ହାଇକୋର୍ଟ।OPSC ଚୟନ ପ୍ରକ୍ରିୟାରେ କୌଣସି ତ୍ରୁଟି ହୋଇନି ବୋଲି କହିଛନ୍ତି ହାଇକୋର୍ଟ। ଜଣକିଆ ଖଣ୍ଡପୀଠଙ୍କ ରାୟକୁ ଖାରଜ କରିଛନ୍ତି ୨ ଜଣିଆ ଖଣ୍ଡପୀଠ। ଯେଉଁଠୁ ଚୟନ ପ୍ରକ୍ରିୟା ବନ୍ଦ ସେଠାରୁ ଚାଲୁ ରଖିବାକୁ OPSCକୁ ନିର୍ଦ୍ଦେଶ ଦେଇଛନ୍ତି।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ବଢ଼ିଲା କମର୍ସିଆଲ ଗ୍ୟାସ ଦର
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ