ମା ସରସ୍ଵତୀ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ


ସ୍ଥାନୀୟ “ମା ସରସ୍ଵତୀ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ”ରେ ମୁଖ୍ୟ ଅତିଥି ରୂପେ ମାନ୍ୟବର ବ୍ରହ୍ମପୁର ସାଂସଦ ଶ୍ରୀଯୁକ୍ତ ଚନ୍ଦ୍ର ଶେଖର ସାହୁ, ମୁଖ୍ୟ ବକ୍ତା ରୂପେ ମାନ୍ୟବର ବ୍ରହ୍ମପୁର ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଶ୍ରୀ ବିକ୍ରମ କୁମାର ପଣ୍ଡା, ମେୟର ଶ୍ରୀମତୀ ସଂଘମିତ୍ରା ଦଳେଇ, ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଶ୍ରୀଯୁକ୍ତ ଡ଼ାଃ ରମେଶ ଚନ୍ଦ୍ର ଚ୍ୟାୟୂ ପଟ୍ଟନାୟକ, ରାଜ୍ୟ କାଜୁ ନିଗମ ଅଧ୍ୟକ୍ଷ ଶ୍ରୀ ସୁବାସ ମହାରଣା, ବହୁ କର୍ପୋରେଟର, ସ୍ଥାନୀୟ ନେତୃବୃନ୍ଦ, ଶିକ୍ଷାବିତ, ବୁଦ୍ଧିଜୀବୀ, ବିଦ୍ୟାଳୟ ପରିଚାଳନା କମିଟିର ପଦାଧିକାରୀ ତଥା ଛାତ୍ର ଛାତ୍ରୀ ଏବଂ ଅଭିଭାବକ ମାନଙ୍କ ଗହଣରେ ରହି କାର୍ଯ୍ୟକ୍ରମକୁ ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିବା ସହିତ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କର ଶ୍ରୀପୟରରେ ସମସ୍ତଙ୍କ ମଙ୍ଗଳ କାମନା କରିବା ପୂର୍ବକ ପ୍ରାର୍ଥନା କରିଥିଲେ।


error: Content is protected !!