କରଞ୍ଜିଆ: ୨୨୦ ନମ୍ବର ଜାତୀୟ ରାଜପଥର ଗିଧିବାସ ଛକ ନିକଟରେ ଏକ କାର୍ ଭାରସାମ୍ୟ ହରାଇଦୁର୍ଘଟଣାଗ୍ରସ୍ତ ହୋଇଛି। ଘଟଣା ସ୍ଥଳରେ ଜଣେ ଯୁବକଙ୍କମୃତ୍ୟୁଘଟିଥିବାବେଳେ ଆଉ ଚାରିଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁସାରେ ସମସ୍ତେ କରଞ୍ଜିଆରୁଦୋଳମେଲଣ ଦେଖି ଯଶିପୁର ଫେରୁଥିବା ସମୟରେ ଏହି ଅଭାବନୀୟ ଦୁର୍ଘଟଣା ଘଟିଥିଲା। କାର୍ରେ ଥିବା ସମସ୍ତେ ଯଶିପୁର ଅଞ୍ଚଳର ହୋଇଥିବା ଜଣାପଡ଼ିଛି।

More Stories
ଏକ୍ସପ୍ରେସ୍ କ୍ରେଡିଟ୍ ଲୋନ୍ ନାଁରେ ୬.୮୮ କୋଟି ଠକେଇ: ଏସ୍ବିଆଇର ୩ ମହିଳା ଅଧିକାରୀ ଗିରଫ
ସ୍ତ୍ରୀର ମୃତଦେହ ଚିହ୍ନଟ ପାଇଁ ସ୍ୱାମୀକୁ ପିଟିପିଟି ଗୁରୁତର କଲା ପୁଲିସ!
ଆଜମ ଖାନଙ୍କ ସମସ୍ୟା ବଢ଼ିଲା: ଦୁଇଟି ପାନ କାର୍ଡ ମାମଲାରେ ଜେଲ୍ ଦଣ୍ଡ ୧୦ ବର୍ଷକୁ ବୃଦ୍ଧି |