ଅସ୍ତ୍ରଛାଡ଼,ନଚେତ୍ମୃତ୍ୟୁ_ନିଶ୍ଚିତ- ଟ୍ରମ୍ପ.
-ଇରାନ୍ ସେନାକୁ ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଚେତାବନୀ
-ଅସ୍ତ୍ର ଛାଡ଼, ନଚେତ୍ ମୃତ୍ୟୁ ନିଶ୍ଚିତ କହିଲେ ଟ୍ରମ୍ପ.
‘-ଇରାନ୍ ଉପରେ ଆକ୍ରମଣ ସଠିକ୍ ପଦକ୍ଷେପ’
-‘ଏହା ଆମେରିକୀୟଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିଛି’
‘-୫୦ ବର୍ଷ ଧରି ଏମାନେ ଆମେରିକା, ଇସ୍ରାଏଲ୍ ଉପରେ ଆକ୍ରମଣ କରି ଚାଲିଥିଲେ’
-ଏମାନେ ବିଶ୍ୱ ଆତଙ୍କବାଦର ପ୍ରଥମ ରାଷ୍ଟ୍ର ପ୍ରାୟୋଜକ- ଟ୍ରମ୍ପ.
-‘ଇରାନର ୯ଟି ଜାହାଜ ସହ ସେମାନଙ୍କ ନୌସେନା ବିଲ୍ଡିଂକୁ ଧ୍ବଂସ କରିଛୁ’
‘-ଖାମେନେଇଙ୍କ ମୃତ୍ୟୁ ପରେ ଇରାନବାସୀଙ୍କ ମଧ୍ୟରେ ଖୁସିର ଲହରି ଖେଳିଛି’
-‘ଯୁଦ୍ଧ ଅଭିଯାନ ଜାରି ରହିଛି, ଉଦ୍ଦେଶ୍ୟ ହାସଲ ନ ହେବା ଯାଏଁ ଜାରି ରହିବ’
-‘ପରମାଣୁ ଅସ୍ତ୍ର ରଖିବାକୁ ଆମେ ଇରାନକୁ କଦାପି ଅନୁମତି ଦେବୁନୁ

More Stories
ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା |
ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଅସୁସ୍ଥ |
କମିନି ଗ୍ୟାସ୍ ସଙ୍କଟ, ଟେନସନ୍ ଦେଲାଣି ଔଷଧ