ନେତାନ୍ୟାହୁଙ୍କସହକଥାହେଲେମୋଦି
-ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ସହ କଥା ହେଲେ ମୋଦି
-ଟେଲିଫୋନ୍ରେ ନେତାନ୍ୟାହୁଙ୍କ ସହ କଥା ହୋଇ ଉଦବେଗ ପ୍ରକାଶ କଲେ
-ସାଂପ୍ରତିକ ସ୍ଥିତିରେ ସାଧାରଣ ନାଗରିକଙ୍କ ସୁରକ୍ଷା ସବୁଠୁ ବଡ଼ ପ୍ରାଥମିକତା କହିଲେ
-ଏଥିସହ ୟୁଏଇ ରାଷ୍ଟ୍ରପତିଙ୍କ ସହ ମଧ୍ୟ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି
-ୟୁଏଇ ଉପରେ ଆକ୍ରମଣକୁ କଡ଼ା ନିନ୍ଦା ସହ ମୃତକଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଲେ

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…