ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ


ଶ୍ରୀମନ୍ଦିର ସୁରକ୍ଷା ପାଇଁ ଗଠନ ହେବ ସ୍ୱତନ୍ତ୍ର ବାଟାଲିୟନ।ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ।ସ୍ୱତନ୍ତ୍ର ସୁରକ୍ଷା ବାଟାଲିୟନରେ ରହିବେ ୧୧୯୦ ଜଣ ସୁରକ୍ଷାକର୍ମୀ।ଶ୍ରୀମନ୍ଦିରର ସୁରକ୍ଷା ଓ ଭିଡ଼ ନିୟନ୍ତ୍ରଣ କରିବ ସ୍ୱତନ୍ତ୍ର ବାଟାଲିୟନ।


error: Content is protected !!