ଜିଲ୍ଲା ମିଶ୍ରଣକୁ ବିରୋଧ କରି ୧୨ ଘଣ୍ଟିଆ ବରପାଲି ବନ୍ଦ


ବରଗଡ଼: ଜିଲ୍ଲା ମିଶ୍ରଣକୁ ବିରୋଧ କରି ୧୨ ଘଣ୍ଟିଆ ବରପାଲି ବନ୍ଦ।ପଦ୍ମପୁର ଜିଲ୍ଲା ସହ ବରପାଲି ମିଶ୍ରଣକୁ ବିରୋଧ କରି ବନ୍ଦ ପାଳନ।ବରପାଲି ଓକିଲ ସଂଘ ସହ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ବନ୍ଦ।ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ବନ୍ଦ , ବିଭିନ୍ନ ସ୍ଥାନରେ ରାସ୍ତା ରୋକ।


error: Content is protected !!