କ୍ରସ୍ ଭୋଟିଂକୁ ମାନିଲେ ସୌଭିକ୍ ବିଶ୍ବାଳ
-‘ବିଜୁ ବାବୁଙ୍କ ଆଶୀର୍ବାଦ ଯାହାଙ୍କ ପ୍ରତି ଅଛି, ତାଙ୍କୁ ଭୋଟ୍ ଦେଇଛି’
-‘ବାପାଙ୍କୁ ବହିଷ୍କାର କରିଥିଲେ, ମୋତେ କଲେନି କାହିଁକି’
-ନବୀନ ନିବାସ ଘଟଣାକୁ ନେଇ କ୍ରୋଧିତ ବୋଲି ଜଣାଇଲେ
-‘ଆଜି ଯେଉଁ ଟ୍ରଷ୍ଟ କଥା ପଦାକୁ ଆସିଛି ବାପା ପ୍ରଥମେ କହିଥିଲେ’
-‘ବାପାଙ୍କ ପ୍ରତି ଅତ୍ୟାଚାର ହୋଇଥିଲା, ତାର ପ୍ରତିଶୋଧ ନେଇଛି’
-‘ମିଡ୍ ନାଇଟ୍ ଅପରେସନ କଲା କିଏ, କାହାଠି ଲାଗିଲା ଦାଗ’
-‘ନବୀନ ବାବୁଙ୍କ ଗାଡ଼ି କାଚ ଭାଙ୍ଗିଲା କିଏ, ଦୋଷ ମୁଣ୍ଡାଇଲା କିଏ’
-‘ଚିଟଫଣ୍ଡ ଟଙ୍କା ଖାଇଲା କିଏ, ଦୋଷ ମୁଣ୍ଡାଇଲା କିଏ’
-‘୨୯ ବର୍ଷ ହେଲା ବାପା ବିଜେଡି ପାଇଁ ସର୍ବସ୍ବ ଦାନ କରିଥିଲେ’

More Stories
ମମତା ବାନାର୍ଜୀଙ୍କୁ ପୁଣି ଏକ ବଡ ଝଟକା, ବୈଠକରେ ପହଞ୍ଚିଲେ କେବଳ ୬ ସାଂସଦ ଏବଂ ୮ ବିଧାୟକ…
କ୍ଷମତାଚୁତ ପରେ ମମତାଙ୍କ ନୂଆ ଚାଲ୍! ସିଜେପି (CJP) କୁ ସମର୍ଥନ |
ସେବା ଓ ସମର୍ପଣର ଦୁଇ ବର୍ଷ |