ରାଜ୍ଯ ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନକାରୀ ମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ବ୍ୟବସ୍ଥା


ଆଇନ ଅନୁସାରେ ଭୃଣର ଲିଙ୍ଗ ନିରୂପଣ ଏକ ଦଣ୍ଡନୀୟ ଅପରାଧ I ଅଣପଞ୍ଜୀକୃତ ଅଲଟ୍ରାସାଉଣ୍ଡ କେନ୍ଦ୍ର ଓ ଅଣପଞ୍ଜୀକୃତ ଭ୍ରାମ୍ୟମାଣ ଅଲଟ୍ରାସାଉଣ୍ଡ ମେସିନ ସମ୍ବନ୍ଧିତ ସଠିକ୍ ସୂଚନା ପ୍ରଦାନ କରିଲେ ରାଜ୍ଯ ସରକାରଙ୍କ ପକ୍ଷରୁ ସୂଚନା ପ୍ରଦାନକାରୀ ମାନଙ୍କ ପାଇଁ ପ୍ରୋତ୍ସାହନ ରାଶି ବ୍ୟବସ୍ଥା ଯୋଗାଇ ଦିଆଯାଉଛି I


error: Content is protected !!