ଅଯୋଧ୍ୟା ରାମମନ୍ଦିରର ଗର୍ଭଗୃହରେ ରହିବେନି ମା’ ସୀତା


▪️ଅଯୋଧ୍ୟାର ୭୦ ଏକର ବିଶିଷ୍ଟ ସ୍ଥାନରେ ନିର୍ମାଣ ହେଉଥିବା ରାମ ମନ୍ଦିରର ଗର୍ଭଗୃହରେ କିନ୍ତୁ ଭକ୍ତ ଦେଖିବାକୁ ପାଇବେନି ମାଆ ସୀତାଙ୍କୁ l

▪️ଗର୍ଭଗୃହରେ ବିରାଜମାନ କରିବେ ଭଗବାନ ରାମଲଲ୍ଲା ।

▪️ ୫ ବର୍ଷର ବାଳକ ରୂପରେ ରାମଲଲାଙ୍କ ପ୍ରତିମା ସ୍ଥାନ ପାଇବ ।

▪️ ଏହା ଶ୍ରୀରାମଙ୍କ ବାଳକ ରୂପ ହୋଇଥିବାରୁ ମୁଖ୍ୟମନ୍ଦିର ଗର୍ଭଗୃହରେ ମାଆ ସୀତାଙ୍କର କୌଣସି ପ୍ରତିମୂର୍ତି ସ୍ଥାପନ କରାଯିବ ନାହିଁ ।

▪️ଏନେଇ ଶ୍ରୀରାମ ଜନ୍ମଭୂମୀ ତୀର୍ଥକ୍ଷେତ୍ର ଟ୍ରଷ୍ଟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।


error: Content is protected !!