ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବଢ଼ିଲା


ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବଢ଼ିଲା।ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ୬ ମାସ ବଢ଼ାଇଲେ ରାଜ୍ୟ ସରକାର।୨୦୨୪ ଜୁନ୍‌ ୩୦ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ସରକାର।


error: Content is protected !!