ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ


👉ଭୁବନେଶ୍ୱର ପାଣ୍ଡରା ସ୍ଥିତ ହାଇଟେକ୍‌ ହସ୍ପିଟାଲରେ ବିସ୍ଫୋରଣ।

👉 ହସ୍ପିଟାଲ ପରିସରରେ ନିର୍ମାଣ କାମ ଚାଲିଥିବା ବେଳେ ବିସ୍ଫୋରଣ।

👉 ଏସିରେ ଗ୍ୟାସ୍‌ ଫିଲିଂ ବେଳେ ବିସ୍ଫୋରଣ ଘଟିଥିଲା।

👉 ବିସ୍ଫୋରଣରେ ୩ରୁ ୪ ଜଣ ସାମାନ୍ୟ ଆହତ ହୋଇଛନ୍ତି।


error: Content is protected !!