ପାଣ୍ଡିଆନ କବ୍ଜାରେ ବିଜେଡି: ଦେବୀ ରଂଜନ
-ଏବେ ବି ପାଣ୍ଡିଆନଙ୍କ କବ୍ଜାରେ ବିଜେଡି କହି ବର୍ଷିଲେ ଦେବୀ ରଂଜନ ତ୍ରିପାଠୀ
-ପ୍ରତ୍ୟାଖିତ ସଂତୃପ୍ତ ମିଶ୍ରଙ୍କୁ ବିଜେଡି କାହିଁକି ପ୍ରାର୍ଥୀ କଲା ପଚାରିଲେ
-ବିଜୁ-ନବୀନ ଟ୍ରଷ୍ଟକୁ ନେଇ ମଧ୍ୟ ସିଧାସଳଖ ନବୀନଙ୍କୁ ଟାର୍ଗେଟ୍ କଲେ
‘-ପୂର୍ବରୁ ୨୦ ବିଧାୟକଙ୍କ ଉପସ୍ଥିତିରେ କହିଥିଲେ ଟ୍ରଷ୍ଟ ବିଷୟରେ ଜାଣି ନାହାନ୍ତି’
‘-ଏନେଇ ପ୍ରଭାତ ବିଶ୍ବାଳଙ୍କ ଅଭିଯୋଗକୁ ଭିତ୍ତିହୀନ କହିଥିଲେ ନବୀନ’
‘-ତେଣୁ ଆଜି ନବୀନ ବାବୁ ଚାପରେ ଆସି ଏହା କହିଥାଇ ପାରନ୍ତି’
‘-ମୁଁ ବିଜେଡିର ନୀତି ଆଦର୍ଶ ସହ ରହିଛି, ମାତ୍ର ନିଷ୍ପତ୍ତି ସହିତ ନାହିଁ’
-‘ବିଜେଡିର ଅଣକଂଗ୍ରେସ ଚିନ୍ତାଧାରା ସହ ଅଛି, ଚାଟୁକାରଙ୍କ ସହ ନାହିଁ’

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ