ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ ନେଇଛି।
ଏପରିକି ରାସ୍ତାକଡ଼ ଗଛ ଓ ଇଲେକ୍ଟ୍ରି ପୋଲ ଭାଙ୍ଗି ତଳେ ପଡିଛି l ଚାଷୀଙ୍କ ପନିପରିବା ଚାଷ ବ୍ୟାପକ କ୍ଷତି ହୋଇଛି। ଘର ଭାଙ୍ଗିଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ପଲିଥିନ ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।

More Stories
ଜଙ୍ଗଲୀ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ.
ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସିଲା ଲୁହାଛଡ଼ ବୋଝେଇ ଟ୍ରକ ।
ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ଶୋଚନୀୟ ମୃତ୍ୟୁ