ଭୁବନେଶ୍ୱର,୧୫।୯: ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଶୁଭାରମ୍ଭ କରିଛନ୍ତି। ଏଣିକି ହିତାଧିକାରୀ ଅଭିଯୋଗ କଲେ ବିଭାଗ ଉତ୍ତର ରଖିପାରିବ। ପୂର୍ବରୁ ପୋର୍ଟାଲ ଥିଲା, କେବଳ ଅଭିଯୋଗ ଆସୁଥିଲା, ଉତ୍ତର ମିଳୁ ନ ଥିଲା। ସୁଭଦ୍ରା ଯୋଜନାରୁ କାହିଁକି ବାଦ୍ ପଡିଲେ ଜଣାଇ ଦିଆଯିବ। ସେମାନେ କ’ଣ କଲେ ସାମିଲ ହୋଇପାରିବେ ଜଣାଇ ଦିଆଯିବ। ୨ ଲକ୍ଷ ୮୫ ହଜାର ବାଦ ପଡ଼ିଛନ୍ତି, ସମାଧାନର ରାସ୍ତା ବାହାରିବ ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…