ଆଉ ୫କରୋନା ଆକ୍ରାନ୍ତ ଚିହ୍ନଟ


ଆଉ ୫କରୋନା ଆକ୍ରାନ୍ତ ଚିହ୍ନଟ।ରାଜ୍ୟରେ ଦିନକରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ।୨୯୫ ଜଣଙ୍କ କୋଭିଡ୍ ପରୀକ୍ଷା ହୋଇଥିଲା , ୫ ଚିହ୍ନଟ।ରାଜ୍ୟରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୨୪କୁ ବୃଦ୍ଧି।ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।


error: Content is protected !!