ବାଜ୍ୟାପ୍ତ ହେବ ଅର୍ଥତତ୍ତ୍ୱ ସଂପତ୍ତି


ବାଜ୍ୟାପ୍ତ ହେବ ଅର୍ଥତତ୍ତ୍ୱ ସଂପତ୍ତି।ଅର୍ଥତତ୍ତ୍ୱର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ।୧୧୦ ଏକର ଜମି , ୧୧ଟି ଦାମୀ ଗାଡ଼ି ବାଜ୍ୟାପ୍ତ ଲାଗି ନିର୍ଦ୍ଦେଶ।ବ୍ୟାଙ୍କ ଜମା ୨ କୋଟି ୧୭ ଲକ୍ଷ ୨୦ ହଜାର ଟଙ୍କା ବି ବାଜ୍ୟାପ୍ତ ହେବ।ବାଜ୍ୟାପ୍ତ ସମ୍ପତ୍ତିକୁ ନିଲାମ କରି ଜମାକାରୀଙ୍କ ମଧ୍ୟରେ ବଣ୍ଟାଯିବ।ବାଜ୍ୟାପ୍ତ ଲାଗି କଟକ ସ୍ୱତନ୍ତ୍ର ଚିଟ୍‌ଫଣ୍ଡ କୋର୍ଟଙ୍କ ନିର୍ଦ୍ଦେଶ।


error: Content is protected !!