ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର ରୂପା ଦରରେ ପ୍ରାୟ ୫ ପ୍ରତିଶତ ବୃଦ୍ଧି ଘଟିଛି, ଯାହାଫଳରେ ଏହା ପ୍ରତି କେଜି ୨.୪୧ ଲକ୍ଷ ଟଙ୍କା ଅତିକ୍ରମ କରିଛି। ସେହିପରି ସୁନା ଦର ମଧ୍ୟ ପ୍ରତି ୧୦ ଗ୍ରାମ ପିଛା ୧.୫୦ ଲକ୍ଷ ଟଙ୍କା ପାଖାପାଖି ପହଞ୍ଚିଛି।

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ