ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ


ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡିଶାଜାନୁଆରୀ ମାସ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବଆସନ୍ତାକାଲି ରବିବାରରୁ ଆରମ୍ଭଭୁବନେଶ୍ୱରତା.୦୬.୦୧.୨୦୨୪ ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ।


error: Content is protected !!