ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା


ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା।ମୋ ସହ କଥା ହୋଇଥିଲା।୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ।୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ।


error: Content is protected !!